1 ବଂଶାବଳୀ 12:29 - ଓଡିଆ ବାଇବେଲ29 ଶାଉଲଙ୍କର ଜ୍ଞାତି ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ତିନି ହଜାର ଲୋକ; କାରଣ ସେହି ସମୟ ପର୍ଯ୍ୟନ୍ତ ସେମାନଙ୍କର ଅଧିକାଂଶ ଲୋକ ଶାଉଲଙ୍କ ବଂଶର ବଶତା ସ୍ୱୀକାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଶାଉଲଙ୍କର ଜ୍ଞାତି ବିନ୍ୟାମୀନ-ସନ୍ତାନଗଣ ମଧ୍ୟରୁ ତିନି ହଜାର ଲୋକ; କାରଣ ସେସମୟ ପର୍ଯ୍ୟନ୍ତ ସେମାନଙ୍କର ଅଧିକାଂଶ ଲୋକ ଶାଉଲଙ୍କ ବଂଶର ବଶତା ସ୍ଵୀକାର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଶାଉଲଙ୍କର ଜ୍ଞାତି ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ତିନି ହଜାର ଲୋକ; କାରଣ ସେହି ସମୟ ପର୍ଯ୍ୟନ୍ତ ସେମାନଙ୍କର ଅଧିକାଂଶ ଲୋକ ଶାଉଲଙ୍କ ବଂଶର ବଶତା ସ୍ୱୀକାର କଲେ। Viz kapitolaପବିତ୍ର ବାଇବଲ29 ବିନ୍ୟାମୀନ ଗୋଷ୍ଠୀରୁ 3,000 ଲୋକ ଥିଲେ। ସେମାନେ ଶାଉଲଙ୍କ ଆତ୍ମୀୟ ଥିଲେ। ସେହି ପର୍ଯ୍ୟନ୍ତ ସେମାନଙ୍କ ମଧ୍ୟରୁ ଅଧିକାଂଶ ଶାଉଲଙ୍କ ପରିବାର ପ୍ରତି ବିଶ୍ୱସ୍ତ ଥିଲେ। Viz kapitola |