1 ବଂଶାବଳୀ 13:3 - ଓଡିଆ ବାଇବେଲ3 ପୁଣି, ଆମ୍ଭମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ପୁନର୍ବାର ଆମ୍ଭମାନଙ୍କ ନିକଟକୁ ଆଣୁ; କାରଣ ଶାଉଲଙ୍କ ସମୟରେ ଆମ୍ଭେମାନେ ତହିଁର ଅନ୍ୱେଷଣ କରି ନାହୁଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି ଆମ୍ଭମାନଙ୍କ ପରମେଶ୍ଵରଙ୍କ ସିନ୍ଦୁକ ପୁନର୍ବାର ଆମ୍ଭମାନଙ୍କ ନିକଟକୁ ଆଣୁ; କାରଣ ଶାଉଲଙ୍କ ସମୟରେ ଆମ୍ଭେମାନେ ତହିଁର ଅନ୍ଵେଷଣ କରିନାହୁଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଆମ୍ଭମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ପୁନର୍ବାର ଆମ୍ଭମାନଙ୍କ ନିକଟକୁ ଆଣୁ; କାରଣ ଶାଉଲଙ୍କ ସମୟରେ ଆମ୍ଭେମାନେ ତହିଁର ଅନ୍ୱେଷଣ କରି ନାହୁଁ।” Viz kapitolaପବିତ୍ର ବାଇବଲ3 ଆମ୍ଭେମାନେ ଯିରୁଶାଲମରେ ଆମ୍ଭମାନଙ୍କ ନିକଟକୁ ନିୟମ-ସିନ୍ଦୁକକୁ ଫେରାଇ ଆଣିବା। ଶାଉଲ ରାଜା ଥିବା ସମୟରେ ଆମ୍ଭେମାନେ ନିୟମସିନ୍ଦୁକ ପ୍ରତି ଯତ୍ନଶୀଳ ହୋଇ ନାହୁଁ।” Viz kapitola |