1 ବଂଶାବଳୀ 13:4 - ଓଡିଆ ବାଇବେଲ4 ତହିଁରେ ସମଗ୍ର ସମାଜ ସେହିପରି କରିବେ ବୋଲି କହିଲେ; କାରଣ ସକଳ ଲୋକଙ୍କ ଦୃଷ୍ଟିରେ ତାହା ଯଥାର୍ଥ ବୋଧ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତହିଁରେ ସମଗ୍ର ସମାଜ ସେପରି କରିବେ ବୋଲି କହିଲେ; କାରଣ ସକଳ ଲୋକଙ୍କ ଦୃଷ୍ଟିରେ ତାହା ଯଥାର୍ଥ ବୋଧ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁରେ ସମଗ୍ର ସମାଜ ସେହିପରି କରିବେ ବୋଲି କହିଲେ; କାରଣ ସକଳ ଲୋକଙ୍କ ଦୃଷ୍ଟିରେ ତାହା ଯଥାର୍ଥ ବୋଧ ହେଲା। Viz kapitolaପବିତ୍ର ବାଇବଲ4 ଇସ୍ରାଏଲର ସମସ୍ତ ଲୋକ ଦାଉଦଙ୍କ ସହିତ ଏକମତ ହେଲେ। ସେମାନଙ୍କର ହୃଦ୍ବୋଧ ହେଲା ଯେ, ଏହା ହିଁ ଯଥାର୍ଥ କର୍ମ ଅଟେ। Viz kapitola |