1 ବଂଶାବଳୀ 13:5 - ଓଡିଆ ବାଇବେଲ5 ତହୁଁ କିରୀୟଥ୍-ଯିୟାରୀମ୍ରୁ ପରମେଶ୍ୱରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତହୁଁ କିରୀୟତ୍-ଯୀୟାରୀମରୁ ପରମେଶ୍ଵରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ କିରୀୟଥ୍-ଯିୟାରୀମ୍ରୁ ପରମେଶ୍ୱରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ। Viz kapitolaପବିତ୍ର ବାଇବଲ5 ତେଣୁ ଦାଉଦ ମିଶରର ଶିୟୋରନଦୀଠାରୁ ହମାତର ସହର ପର୍ଯ୍ୟନ୍ତ ଇସ୍ରାଏଲର ଲୋକମାନଙ୍କୁ ଏକତ୍ର କଲେ। ସେମାନେ କିରିୟତ୍-ଯିୟାରୀମ ସହରରୁ ନିୟମସିନ୍ଦୁକ ଫେରାଇ ଆଣିବା ନିମନ୍ତେ ଏକତ୍ର ହେଲେ। Viz kapitola |