1 ବଂଶାବଳୀ 15:15 - ଓଡିଆ ବାଇବେଲ15 ପୁଣି, ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ମୋଶା ଯେପରି ଆଜ୍ଞା କରିଥିଲେ, ତଦନୁସାରେ ଲେବୀୟ ସନ୍ତାନମାନେ ପରମେଶ୍ୱରଙ୍କ ସିନ୍ଦୁକକୁ ତହିଁର ସାଙ୍ଗୀ ଦ୍ୱାରା ଆପଣା ଆପଣା କାନ୍ଧରେ ବୋହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ମୋଶା ଯେପରି ଆଜ୍ଞା କରିଥିଲେ, ତଦନୁସାରେ ଲେବୀୟ ସନ୍ତାନମାନେ ପରମେଶ୍ଵରଙ୍କ ସିନ୍ଦୁକକୁ ତହିଁର ସାଙ୍ଗୀ ଦ୍ଵାରା ଆପଣା ଆପଣା କାନ୍ଧରେ ବହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ମୋଶା ଯେପରି ଆଜ୍ଞା କରିଥିଲେ, ତଦନୁସାରେ ଲେବୀୟ ସନ୍ତାନମାନେ ପରମେଶ୍ୱରଙ୍କ ସିନ୍ଦୁକକୁ ତହିଁର ସାଙ୍ଗୀ ଦ୍ୱାରା ଆପଣା ଆପଣା କାନ୍ଧରେ ବୋହିଲେ। Viz kapitolaପବିତ୍ର ବାଇବଲ15 ମୋଶା ଯେଉଁପରି ଆଦେଶ ଦେଇଥିଲେ, ସେହିପରି ଭାବରେ ନିୟମସିନ୍ଦୁକକୁ ବହି ନେଇଯିବା ନିମନ୍ତେ ଲେବୀୟମାନେ ବିଶେଷ କାଷ୍ଠଦଣ୍ଡ ବ୍ୟବହାର କଲେ। ସଦାପ୍ରଭୁ ଯେଉଁପରି କହିଥିଲେ, ଠିକ୍ ସେହିପରି ସେମାନେ ନିୟମସିନ୍ଦୁକକୁ ବହି ନେଲେ। Viz kapitola |