1 ବଂଶାବଳୀ 16:37 - ଓଡିଆ ବାଇବେଲ37 ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନାନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସମ୍ମୁଖରେ ରଖିଲେ Viz kapitolaପବିତ୍ର ବାଇବଲ (Re-edited) - (BSI)37 ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନା-ନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସମ୍ମୁଖରେ ରଖିଲେ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନାନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ରଖିଲେ Viz kapitolaପବିତ୍ର ବାଇବଲ37 ଏହା ପରେ, ଦାଉଦ ଆସଫ ଓ ତାଙ୍କର ଭ୍ରାତାମାନଙ୍କୁ ନିୟମସିନ୍ଦୁକ ସମ୍ମୁଖରେ ଛାଡ଼ି ଗ୍ଭଲିଗଲେ। ଦାଉଦ ସେମାନଙ୍କୁ ପ୍ରତିଦିନ ତାହା ସମ୍ମୁଖରେ ସେବାକାର୍ଯ୍ୟ କରିବା ନିମନ୍ତେ ଛାଡ଼ି ଗଲେ। Viz kapitola |