1 ବଂଶାବଳୀ 16:41 - ଓଡିଆ ବାଇବେଲ41 ପୁଣି, ସଦାପ୍ରଭୁଙ୍କ ଦୟା ଅନନ୍ତକାଳସ୍ଥାୟୀ, ଏହେତୁ ତାହାଙ୍କ ଧନ୍ୟବାଦ କରିବା ପାଇଁ ହେମନ ଓ ଯିଦୂଥୂନ୍; ପୁଣି, ଯେଉଁ ଅବଶିଷ୍ଟ ମନୋନୀତ ଲୋକମାନଙ୍କ ନାମ ଲେଖାଗଲା, ସେମାନେ ଉକ୍ତ ଲୋକଙ୍କ ସଙ୍ଗେ ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)41 ପୁଣି ସଦାପ୍ରଭୁଙ୍କ ଦୟା ଅନନ୍ତକାଳସ୍ଥାୟୀ, ଏହେତୁ ତାହାଙ୍କ ଧନ୍ୟବାଦ କରିବା ପାଇଁ ହେମନ୍ ଓ ଯିଦୂଥୂନ୍; ପୁଣି ଯେଉଁ ଅବଶିଷ୍ଟ ମନୋନୀତ ଲୋକମାନଙ୍କ ନାମ ଲେଖାଗଲା, ସେମାନେ ଉକ୍ତ ଲୋକଙ୍କ ସଙ୍ଗେ ରହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ପୁଣି, ସଦାପ୍ରଭୁଙ୍କ ଦୟା ଅନନ୍ତକାଳସ୍ଥାୟୀ, ଏହେତୁ ତାହାଙ୍କ ଧନ୍ୟବାଦ କରିବା ପାଇଁ ହେମନ ଓ ଯିଦୂଥୂନ୍; ପୁଣି, ଯେଉଁ ଅବଶିଷ୍ଟ ମନୋନୀତ ଲୋକମାନଙ୍କ ନାମ ଲେଖାଗଲା, ସେମାନେ ଉକ୍ତ ଲୋକଙ୍କ ସଙ୍ଗେ ରହିଲେ। Viz kapitolaପବିତ୍ର ବାଇବଲ41 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାର ଗୀତ ଗାନ କରିବା ନିମନ୍ତେ ହେମନ୍, ଯିଦୂଥୂନଙ୍କୁ ଓ ଅନ୍ୟ ସମସ୍ତ ଲେବୀୟଗଣଙ୍କୁ ନାମଧରି ମନୋନୀତ କରାଯାଇଥିଲା, “କାରଣ ସଦାପ୍ରଭୁଙ୍କ ପ୍ରେମ ଅନନ୍ତକାଳସ୍ଥାୟୀ।” Viz kapitola |