1 ବଂଶାବଳୀ 17:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍- ବକ୍ତାଙ୍କୁ କହିଲେ, ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି।” Viz kapitolaପବିତ୍ର ବାଇବଲ1 ଦାଉଦ ନିଜ ଗୃହକୁ ଫେରିଯିବା ପରେ, ନାଥନ୍ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଦେବଦାରୁ କାଠରେ ନିର୍ମିତ ଗୃହରେ ବାସ କରୁଅଛି, କିନ୍ତୁ ନିୟମସିନ୍ଦୁକ ଏକ ତମ୍ବୁ ମଧ୍ୟରେ ରହିଅଛି। ମୁଁ ପରମେଶ୍ୱରଙ୍କ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାକୁ ଗ୍ଭହୁଁଅଛି।” Viz kapitola |