1 ବଂଶାବଳୀ 17:26 - ଓଡିଆ ବାଇବେଲ26 ଏବେ ହେ ସଦାପ୍ରଭୁ ! ତୁମ୍ଭେ ହିଁ ପରମେଶ୍ୱର, ପୁଣି, ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଏବେ ହେ ସଦାପ୍ରଭୋ ! ତୁମ୍ଭେ ହିଁ ପରମେଶ୍ଵର, ପୁଣି ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏବେ ହେ ସଦାପ୍ରଭୋ! ତୁମ୍ଭେ ହିଁ ପରମେଶ୍ୱର, ପୁଣି, ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ। Viz kapitolaପବିତ୍ର ବାଇବଲ26 ହେ ସଦାପ୍ରଭୁ, ତୁମ୍ଭେ ପରମେଶ୍ୱର ଅଟ। ଆଉ ହେ ପରମେଶ୍ୱର, ତୁମ୍ଭେ ମୋ’ ନିମନ୍ତେ ଏହି ସମସ୍ତ ଉତ୍ତମ କର୍ମ କରିବ ବୋଲି ପ୍ରତିଜ୍ଞା କରିଅଛି। Viz kapitola |