Online Bible

- Reklamy -




1 ବଂଶାବଳୀ 17:6 - ଓଡିଆ ବାଇବେଲ

6 ଆମ୍ଭେ ସମୁଦାୟ ଇସ୍ରାଏଲ ସହିତ ଯେଉଁ ସବୁ ସ୍ଥାନରେ ଗମନାଗମନ କଲୁ, ତହିଁ ମଧ୍ୟରୁ କୌଣସି ସ୍ଥାନରେ, ଆମ୍ଭ ଲୋକମାନଙ୍କୁ ପାଳନ କରିବା ପାଇଁ ଯେଉଁମାନଙ୍କୁ ଆଜ୍ଞା କରିଥିଲୁ, ଇସ୍ରାଏଲର ଏପରି କୌଣସି ବିଚାରକର୍ତ୍ତାକୁ, ତୁମ୍ଭେମାନେ କାହିଁକି ଆମ୍ଭ ପାଇଁ ଏରସ କାଷ୍ଠର ଗୃହ ନିର୍ମାଣ କରି ନାହଁ, ଏପରି ଏକ କଥା କ’ଣ ଆମ୍ଭେ କହିଅଛୁ ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଆମ୍ଭେ ସମୁଦାୟ ଇସ୍ରାଏଲ ସହିତ ଯେସବୁ ସ୍ଥାନରେ ଗମନାଗମନ କଲୁ, ତହିଁ ମଧ୍ୟରୁ କୌଣସି ସ୍ଥାନରେ, ଆମ୍ଭ ଲୋକମାନଙ୍କୁ ପାଳନ କରିବା ପାଇଁ ଯେଉଁମାନଙ୍କୁ ଆଜ୍ଞା କରିଥିଲୁ, ଇସ୍ରାଏଲର ଏପରି କୌଣସି ବିଚାରକର୍ତ୍ତାକୁ, ତୁମ୍ଭେମାନେ କିହେତୁ ଆମ୍ଭ ପାଇଁ ଏରସ କାଷ୍ଠର ଗୃହ ନିର୍ମାଣ କରି ନାହଁ, ଏପରି ଏକ କଥା କʼଣ ଆମ୍ଭେ କହିଅଛୁ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆମ୍ଭେ ସମୁଦାୟ ଇସ୍ରାଏଲ ସହିତ ଯେଉଁସବୁ ସ୍ଥାନରେ ଗମନାଗମନ କଲୁ, ତହିଁ ମଧ୍ୟରୁ କୌଣସି ସ୍ଥାନରେ, ଆମ୍ଭ ଲୋକମାନଙ୍କୁ ପାଳନ କରିବା ପାଇଁ ଯେଉଁମାନଙ୍କୁ ଆଜ୍ଞା କରିଥିଲୁ, ଇସ୍ରାଏଲର ଏପରି କୌଣସି ବିଚାରକର୍ତ୍ତାକୁ, ତୁମ୍ଭେମାନେ କାହିଁକି ଆମ୍ଭ ପାଇଁ ଏରସ କାଷ୍ଠର ଗୃହ ନିର୍ମାଣ କରି ନାହଁ, ଏପରି ଏକ କଥା କʼଣ ଆମ୍ଭେ କହିଅଛୁ?

Viz kapitola kopírovat




1 ବଂଶାବଳୀ 17:6

Následuj nás:

Reklamy


Reklamy