1 ବଂଶାବଳୀ 17:8 - ଓଡିଆ ବାଇବେଲ8 ପୁଣି, ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ନାମ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ନାମ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ନାମ କରିବା। Viz kapitolaପବିତ୍ର ବାଇବଲ8 ତୁମ୍ଭେ ଯେଉଁଆଡ଼େ ଗଲ, ଆମ୍ଭେ ତୁମ୍ଭ ସହିତରେ ରହିଲୁ। ଆମ୍ଭେ ତୁମ୍ଭ ସମ୍ମୁଖରେ ତୁମ୍ଭର ଶତ୍ରୁଗଣକୁ ବଧ କଲୁ। ବର୍ତ୍ତମାନ ଆମ୍ଭେ ତୁମ୍ଭକୁ ପୃଥିବୀର ସବୁଠାରୁ ବିଖ୍ୟାତ ଲୋକଙ୍କ ମଧ୍ୟରେ ଜଣେ କରିବା। Viz kapitola |