1 ବଂଶାବଳୀ 18:13 - ଓଡିଆ ବାଇବେଲ13 ଆଉ ସେ ଇଦୋମରେ ପ୍ରହରୀ-ଦଳ ସ୍ଥାପନ କଲା; ତହିଁରେ ଇଦୋମୀୟ ସମସ୍ତ ଲୋକ ଦାଉଦଙ୍କର ଦାସ ହେଲେ। ପୁଣି, ଦାଉଦ ଯେଉଁ ଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ ସେ ଇଦୋମରେ ପ୍ରହରୀ-ଦଳ ସ୍ଥାପନ କଲା; ତହିଁରେ ଇଦୋମୀୟ ସମସ୍ତ ଲୋକ ଦାଉଦଙ୍କର ଦାସ ହେଲେ। ପୁଣି ଦାଉଦ ଯେଉଁ ଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ସେ ଇଦୋମରେ ପ୍ରହରୀ-ଦଳ ସ୍ଥାପନ କଲା; ତହିଁରେ ଇଦୋମୀୟ ସମସ୍ତ ଲୋକ ଦାଉଦଙ୍କର ଦାସ ହେଲେ। ପୁଣି, ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ। Viz kapitolaପବିତ୍ର ବାଇବଲ13 ଅବୀଶୟ ଇଦୋମରେ ମଧ୍ୟ ଦୁର୍ଗମାନ ନିର୍ମାଣ କଲେ ଓ ସମସ୍ତ ଇଦୋମୀୟ ଲୋକ ଦାଉଦଙ୍କ ଦାସ ହେଲେ। ଦାଉଦ ଯେଉଁସବୁ ସ୍ଥାନକୁ ଗଲେ, ସେହିଠାରେ ସଦାପ୍ରଭୁ ତାଙ୍କୁ ବିଜୟ ପ୍ରଦାନ କଲେ। Viz kapitola |