1 ବଂଶାବଳୀ 18:16 - ଓଡିଆ ବାଇବେଲ16 ପୁଣି, ଅହୀଟୂବର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ଆଉ, ଶାବ୍ଶା ଲେଖକ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି ଅହୀଟୂବର ପୁତ୍ର ସାଦୋକ ଓ ଅବୀୟାଥର ପୁତ୍ର ଅହୀମେଲକ୍ ଯାଜକ ଥିଲେନ୍ତଆଉ ଶାବ୍ଶା ଲେଖକ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ଅହୀଟୂବ୍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ଆଉ, ଶାବ୍ଶା ଲେଖକ ଥିଲା। Viz kapitolaପବିତ୍ର ବାଇବଲ16 ସାଦୋକ୍ ଓ ଅହୀମେଲକ୍ ଯାଜକ ଥିଲେ। ସାଦୋକ୍ ଅହୀଟୂବର ପୁତ୍ର ଏବଂ ଅହୀମେଲକ୍ ଅବିୟାଥରଙ୍କ ପୁତ୍ର ଥିଲେ। ଶାବ୍ଶା ଲିପିକାର ଥିଲେ। Viz kapitola |