Online Bible

- Reklamy -




1 ବଂଶାବଳୀ 18:2 - ଓଡିଆ ବାଇବେଲ

2 ତହିଁ ଉତ୍ତାରେ ସେ ମୋୟାବୀୟମାନଙ୍କୁ ପରାସ୍ତ କଲେ; ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ତହିଁ ଉତ୍ତାରେ ସେ ମୋୟାବୀୟମାନଙ୍କୁ ପରାସ୍ତ କଲେ; ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁ ଉତ୍ତାରେ ସେ ମୋୟାବୀୟମାନଙ୍କୁ ପରାସ୍ତ କଲେ; ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ

2 ଏହା ପରେ ଦାଉଦ ମୋୟାବ ଦେଶକୁ ପରାସ୍ତ କଲେ। ମୋୟାବୀୟ ଲୋକମାନେ ଦାଉଦଙ୍କ ଦାସ ହେଲେ। ସେମାନେ ଦାଉଦଙ୍କୁ ରାଜଦେୟ ଅର୍ପଣ କଲେ।

Viz kapitola kopírovat




1 ବଂଶାବଳୀ 18:2

Následuj nás:

Reklamy


Reklamy