1 ବଂଶାବଳୀ 18:9 - ଓଡିଆ ବାଇବେଲ9 ଏଥିଉତ୍ତାରେ ଦାଉଦ ସୋବାର ରାଜା ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତ୍ର ରାଜା ତୟି ଶୁଣନ୍ତେ, Viz kapitolaପବିତ୍ର ବାଇବଲ (Re-edited) - (BSI)9 ଅନନ୍ତର ଦାଉଦ ସୋବାର ରାଜା ହଦରେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତ୍ର ରାଜା ତୟି ଶୁଣନ୍ତେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିଉତ୍ତାରେ ଦାଉଦ ସୋବାର ରାଜା ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତ୍ର ରାଜା ତୟି ଶୁଣନ୍ତେ, Viz kapitolaପବିତ୍ର ବାଇବଲ9 ତୟି ହମାତ ନଗରୀର ରାଜା ଥିଲେ। ହଦରେଷର ସୋବାର ରାଜା ଥିଲେ। ତୟି ଶୁଣିବାକୁ ପାଇଲେ ଯେ, ଦାଉଦ ହଦରେଷରଙ୍କ ସମସ୍ତ ସୈନ୍ୟବାହିନୀକୁ ପରାସ୍ତ କରିଛନ୍ତି। Viz kapitola |