1 ବଂଶାବଳୀ 19:10 - ଓଡିଆ ବାଇବେଲ10 ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ସଜ୍ଜିତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ସଜ୍ଜିତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ସଜ୍ଜିତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା। Viz kapitolaପବିତ୍ର ବାଇବଲ10 ଯୋୟାବ ଦେଖିଲେ ଯେ, ତାଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ଦୁଇ ଗୋଟି ସୈନ୍ୟଦଳ ପ୍ରସ୍ତୁତ ହୋଇଅଛନ୍ତି। ଗୋଟିଏ ଦଳ ତାଙ୍କର ସମ୍ମୁଖରେ ଅଛନ୍ତି ଓ ଅନ୍ୟଟି ପଶ୍ଚାତରେ ଅଛନ୍ତି। ତେଣୁ ଯୋୟାବ ଇସ୍ରାଏଲର କେତେଜଣ ସର୍ବୋତ୍କୃଷ୍ଟ ଯୋଦ୍ଧାଙ୍କୁ ବାଛିଲେ। ସେ ସେମାନଙ୍କୁ ଅରାମର ସୈନ୍ୟଦଳ ବିରୁଦ୍ଧରେ ଯୁଦ୍ଧ କରିବାକୁ ପଠାଇଲେ। Viz kapitola |