1 ବଂଶାବଳୀ 19:12 - ଓଡିଆ ବାଇବେଲ12 ପୁଣି, ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ତୁମ୍ଭେ ମୋହର ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ମୁଁ ତୁମ୍ଭର ସାହାଯ୍ୟ କରିବି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ସେ କହିଲା, ଯେବେ ଅରାମୀୟମାନେ ମୋତେ ବଳିବେ, ତେବେ ତୁମ୍ଭେ ମୋହର ସାହାଯ୍ୟ କରିବ; ମାତ୍ର ଯେବେ ଅମ୍ମୋନ-ସନ୍ତାନମାନେ ତୁମ୍ଭକୁ ବଳିବେ, ତେବେ ମୁଁ ତୁମ୍ଭର ସାହାଯ୍ୟ କରିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ତୁମ୍ଭେ ମୋହର ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ମୁଁ ତୁମ୍ଭର ସାହାଯ୍ୟ କରିବି। Viz kapitolaପବିତ୍ର ବାଇବଲ12 ଯୋୟାବ ଅବୀଶୟଙ୍କୁ କହିଲେ, “ଯଦି ଅରାମର ସୈନ୍ୟଦଳ ମୋ’ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ତୁମ୍ଭେ ମୋତେ ନିତାନ୍ତ ସାହାଯ୍ୟ କରିବ। କିନ୍ତୁ ଯଦି ଅମ୍ମୋନୀୟ ସୈନ୍ୟଦଳ ତୁମ୍ଭ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ମୁଁ ତୁମ୍ଭକୁ ସାହାଯ୍ୟ କରିବି। Viz kapitola |