1 ବଂଶାବଳୀ 19:3 - ଓଡିଆ ବାଇବେଲ3 ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ହାନୂନ୍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାର ସମ୍ଭ୍ରମ କରୁଅଛି, ଏହା କ’ଣ ଆପଣ ବିଚାର କରନ୍ତି ? ତାହାର ଦାସମାନେ କ’ଣ ଦେଶ ଅନୁସନ୍ଧାନ କରିବାକୁ ଓ ନାଶ କରିବାକୁ ଓ ତହିଁରେ ଭ୍ରମଣ କରିବାକୁ ଆପଣଙ୍କ ନିକଟକୁ ଆସି ନାହାନ୍ତି ?” Viz kapitolaପବିତ୍ର ବାଇବଲ (Re-edited) - (BSI)3 ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ହାନୂନ୍କୁ କହିଲେ, ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ଵନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାର ସମ୍ଭ୍ରମ କରୁଅଛି, ଏହା କʼଣ ଆପଣ ବିଚାର କରନ୍ତି? ତାହାର ଦାସମାନେ କʼଣ ଦେଶ ଅନୁସନ୍ଧାନ କରିବାକୁ ଓ ନାଶ କରିବାକୁ ଓ ତହିଁରେ ଭ୍ରମଣ କରିବାକୁ ଆପଣଙ୍କ କତିକି ଆସି ନାହାନ୍ତି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ହାନୂନ୍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାର ସମ୍ଭ୍ରମ କରୁଅଛି, ଏହା କʼଣ ଆପଣ ବିଚାର କରନ୍ତି? ତାହାର ଦାସମାନେ କʼଣ ଦେଶ ଅନୁସନ୍ଧାନ କରିବାକୁ ଓ ନାଶ କରିବାକୁ ଓ ତହିଁରେ ଭ୍ରମଣ କରିବାକୁ ଆପଣଙ୍କ ନିକଟକୁ ଆସି ନାହାନ୍ତି?” Viz kapitolaପବିତ୍ର ବାଇବଲ3 କିନ୍ତୁ ଅମ୍ମୋନୀୟ ନେତାମାନେ ହାନୂନଙ୍କୁ କହିଲେ, “ଆପଣ ବିଶ୍ୱାସ କରୁଛନ୍ତି କି, ପ୍ରକୃତରେ ଦାଉଦ ଆପଣଙ୍କ ପିତାଙ୍କୁ ସମ୍ମାନ ଦେବା ପାଇଁ କିମ୍ୱା ସାନ୍ତ୍ୱନା ଦେବା ପାଇଁ ଲୋକମାନଙ୍କୁ ଆପଣଙ୍କ ପାଖକୁ ପଠାଇଛନ୍ତି? ନା, ତାଙ୍କର ଦାସମାନେ ଆପଣଙ୍କ ବିଷୟରେ ଓ ଆପଣଙ୍କ ଦେଶ ବିଷୟରେ ତଥ୍ୟ ଅନୁସନ୍ଧାନ କରିବା ନିମନ୍ତେ ଆସିଛନ୍ତି।” Viz kapitola |