1 ବଂଶାବଳୀ 2:24 - ଓଡିଆ ବାଇବେଲ24 ପୁଣି, ହିଷ୍ରୋଣ କାଲେବ-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟ ତାହାର ଔରସରେ ତକୋୟର ପିତା ଅସ୍ହୂରକୁ ଜାତ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି ହିଷ୍ରୋଣ କାଲେବ୍-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟାହ ତାହାର ଔରସରେ ତକୋୟର ପିତା ଅସ୍ହୂରକୁ ଜାତ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ହିଷ୍ରୋଣ କାଲେବ-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟ ତାହାର ଔରସରେ ତକୋୟର ପିତା ଅସ୍ହୂରକୁ ଜାତ କଲା। Viz kapitolaପବିତ୍ର ବାଇବଲ24 ହିଷ୍ରୋଣ ମୃତ୍ୟୁବରଣ କଲାପରେ, କାଲେବଙ୍କର ସ୍ତ୍ରୀ ଇଫ୍ରାଥା ଏକ ପୁତ୍ରକୁ ଜନ୍ମ ଦେଲେ। (ହିଷ୍ରୋଣର ସ୍ତ୍ରୀର ନାମ ଅବିୟାହ) ସେହି ପୁତ୍ରର ନାମ ଦିଆଗଲା ଅସ୍ହୂର। ଅସ୍ହୂର ତକୋୟ ସହର ପ୍ରତିଷ୍ଠା କରିଥିଲେ। Viz kapitola |