1 ବଂଶାବଳୀ 2:32 - ଓଡିଆ ବାଇବେଲ32 ପୁଣି, ଶମ୍ମୟର ଭ୍ରାତା ଯାଦାର ସନ୍ତାନ ଯେଥର ଓ ଯୋନାଥନ; ଯେଥର ନିଃସନ୍ତାନ ହୋଇ ମଲା। Viz kapitolaପବିତ୍ର ବାଇବଲ (Re-edited) - (BSI)32 ପୁଣି ଶମ୍ମୟର ଭ୍ରାତା ଯାଦାର ସନ୍ତାନ ଯେଥର ଓ ଯୋନାଥନ୍; ଯେଥର ନିଃସନ୍ତାନ ହୋଇ ମଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ପୁଣି, ଶମ୍ମୟର ଭ୍ରାତା ଯାଦାର ସନ୍ତାନ ଯେଥର ଓ ଯୋନାଥନ; ଯେଥର ନିଃସନ୍ତାନ ହୋଇ ମଲା। Viz kapitolaପବିତ୍ର ବାଇବଲ32 ଯାଦା ଶମ୍ମୟଙ୍କର ଭ୍ରାତା ଥିଲେ। ଯାଦାଙ୍କର ପୁତ୍ରମାନେ ଥିଲେ: ଯେଥର, ଯୋନାଥନ। ଯେଥର ନିଃସନ୍ତାନ ହୋଇ ମୃତ୍ୟୁବରଣ କଲେ। Viz kapitola |