Online Bible

- Reklamy -




1 ବଂଶାବଳୀ 2:35 - ଓଡିଆ ବାଇବେଲ

35 ଆଉ ଶେଶନ୍‍ ଆପଣା ଦାସ ଯାର୍ହା ସଙ୍ଗେ ଆପଣା କନ୍ୟାକୁ ବିବାହ ଦେଲା; ତହୁଁ ସେ ତାହାର ଔରସରେ ଅତ୍ତୟକୁ ଜାତ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ଆଉ ଶେଶନ୍ ଆପଣା ଦାସ ଯାର୍ହା ସଙ୍ଗେ ଆପଣା କନ୍ୟାକୁ ବିବାହ ଦେଲା; ତହୁଁ ସେ ତାହାର ଔରସରରେ ଅତ୍ତୟକୁ ଯାତ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଆଉ ଶେଶନ୍‍ ଆପଣା ଦାସ ଯାର୍ହା ସଙ୍ଗେ ଆପଣା କନ୍ୟାକୁ ବିବାହ ଦେଲା; ତହୁଁ ସେ ତାହାର ଔରସରେ ଅତ୍ତୟକୁ ଜାତ କଲା।

Viz kapitola kopírovat

ପବିତ୍ର ବାଇବଲ

35 ଶେଶନ୍ ନିଜ ଝିଅକୁ ଯାର୍ହା ସହିତ ବିବାହ ଦେଲେ। ସେମାନଙ୍କର ପୁତ୍ରଟିଏ ଜନ୍ମ ହେଲା। ତାହାର ନାମ ଥିଲା: ଅତ୍ତୟ।

Viz kapitola kopírovat




1 ବଂଶାବଳୀ 2:35

Následuj nás:

Reklamy


Reklamy