1 ବଂଶାବଳୀ 2:42 - ଓଡିଆ ବାଇବେଲ42 ଯିରହମେଲର ଭ୍ରାତା କାଲେବର ପୁତ୍ରଗଣ, ତାହାର ଜ୍ୟେଷ୍ଠ ପୁତ୍ର ମେଶା ସୀଫ୍ର ପିତା ଥିଲା; ପୁଣି, ହିବ୍ରୋଣର ପିତା ମାରେଶାର ପୁତ୍ରଗଣ। Viz kapitolaପବିତ୍ର ବାଇବଲ (Re-edited) - (BSI)42 ଯିରହମେଲର ଭ୍ରାତା କାଲେବ୍ର ପୁତ୍ରଗଣ, ତାହାର ଜ୍ୟେଷ୍ଠ ପୁତ୍ର ମୋଶା ସୀଫ୍ର ପିତା ଥିଲା; ପୁଣି ହିବ୍ରୋଣର ପିତା ମାରେଶାର ପୁତ୍ରଗଣ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ଯିରହମେଲର ଭ୍ରାତା କାଲେବର ପୁତ୍ରଗଣ, ତାହାର ଜ୍ୟେଷ୍ଠ ପୁତ୍ର ମେଶା ସୀଫ୍ର ପିତା ଥିଲା; ପୁଣି, ହିବ୍ରୋଣର ପିତା ମାରେଶାର ପୁତ୍ରଗଣ। Viz kapitolaପବିତ୍ର ବାଇବଲ42 କାଲେବ୍ ଯିରହମେଲଙ୍କର ଭ୍ରାତା ଥିଲେ। କାଲେବଙ୍କର କେତୋଟି ପୁତ୍ର ଥିଲେ। ପ୍ରଥମ ପୁତ୍ର ଥିଲେ ମେଶା। ମେଶା ସୀଫ୍ଙ୍କର ପିତା ଥିଲେ। କାଲେବଙ୍କର ଆହୁରି ମଧ୍ୟ ପୁତ୍ର ଥିଲେ। ମାରେଶା ହିବ୍ରୋଣଙ୍କ ପିତା ଥିଲେ। Viz kapitola |