1 ବଂଶାବଳୀ 20:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ, ଯୋୟାବ ସୈନ୍ୟଦଳ ନେଇ ଅମ୍ମୋନ-ସନ୍ତାନଗଣର ଦେଶ ଉଚ୍ଛିନ୍ନ କଲା ଓ ରବ୍ବାକୁ ଯାଇ ତାହା ଅବରୋଧ କଲା। ମାତ୍ର, ଦାଉଦ ଯିରୂଶାଲମରେ ରହିଲେ। ଏଥି ମଧ୍ୟରେ ଯୋୟାବ ରବ୍ବାକୁ ଆଘାତ କରି ଭୂମିସାତ୍ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ, ଯୋୟାବ ସୈନ୍ୟଦଳ ନେଇ ଅମ୍ମୋନ-ସନ୍ତାନଗଣର ଦେଶ ଉଚ୍ଛିନ୍ନ କଲା ଓ ରବ୍ବାକୁ ଯାଇ ତାହା ଅବରୋଧ କଲା। ମାତ୍ର ଦାଉଦ ଯିରୂଶାଲମରେ ରହିଲେ। ଏଥି ମଧ୍ୟରେ ଯୋୟାବ ରବ୍ବାକୁ ଆଘାତ କରି ଭୂମିସାତ୍ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ, ଯୋୟାବ ସୈନ୍ୟଦଳ ନେଇ ଅମ୍ମୋନ-ସନ୍ତାନଗଣର ଦେଶ ଉଚ୍ଛିନ୍ନ କଲା ଓ ରବ୍ବାକୁ ଯାଇ ତାହା ଅବରୋଧ କଲା। ମାତ୍ର, ଦାଉଦ ଯିରୂଶାଲମରେ ରହିଲେ। ଏଥିମଧ୍ୟରେ ଯୋୟାବ ରବ୍ବାକୁ ଆଘାତ କରି ଭୂମିସାତ୍ କଲା। Viz kapitolaପବିତ୍ର ବାଇବଲ1 ବସନ୍ତକାଳରେ, ଯୋୟାବ ଇସ୍ରାଏଲର ସୈନ୍ୟବାହିନୀକୁ ଯୁଦ୍ଧ ନିମନ୍ତେ କଢ଼ାଇ ନେଲେ। ବର୍ଷର ସେହି ସମୟରେ ରାଜାମାନେ ଯୁଦ୍ଧ କରିବା ନିମନ୍ତେ ବାହାରି ଆସୁଥିଲେ, କିନ୍ତୁ ଦାଉଦ ଯିରୁଶାଲମରେ ରହିଲେ। ଇସ୍ରାଏଲର ସୈନ୍ୟବାହିନୀ ଅମ୍ମୋନ ଦେଶକୁ ଗଲେ ଓ ତାକୁ ବିନାଶ କଲେ। ସେମାନେ ରବ୍ବା ନଗରୀକୁ ଗଲେ ଓ ତା'ର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କଲେ। ନଗର ମଧ୍ୟରୁ ବାହାରକୁ କିଅବା ନଗର ମଧ୍ୟକୁ କାହାରିକୁ ଯିବାକୁ ଅନୁମତି ଦେଲେ ନାହିଁ। ଯୋୟାବ ଓ ଇସ୍ରାଏଲ ସୈନ୍ୟଗଣ ରବ୍ବା ନଗରୀକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କଲେ। Viz kapitola |