1 ବଂଶାବଳୀ 20:4 - ଓଡିଆ ବାଇବେଲ4 ଏଥିଉତ୍ତାରେ ଗେଷରରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ଲାଗିଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସିପ୍ପୀକୁ ବଧ କଲା, ଯେ ରଫାୟୀମର ଏକ ବଂଶଜ ଥିଲା ପୁଣି ସେମାନେ ପରାସ୍ତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଏଥି ଉତ୍ତାରେ ଗେଷରରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ଲାଗିଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ-ବଂଶଜାତ ସଫକୁ ବଧ କଲା, ଏଥିରେ ସେମାନେ ପରାସ୍ତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିଉତ୍ତାରେ ଗେଷରରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ଲାଗିଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସିପ୍ପୀକୁ ବଧ କଲା, ଯେ ରଫାୟୀମର ଏକ ବଂଶଜ ଥିଲା ପୁଣି ସେମାନେ ପରାସ୍ତ ହେଲେ। Viz kapitolaପବିତ୍ର ବାଇବଲ4 ଏହା ପରେ ଗେଷର୍ ସହରରେ ଇସ୍ରାଏଲୀୟମାନେ ପଲେଷ୍ଟୀୟ ଲୋକଙ୍କ ସହିତ ଯୁଦ୍ଧ କଲେ। ସେହି ସମୟରେ ହୂଶାତୀୟ ସିବ୍ବଖୟ ସିପ୍ପୟକୁ ବଧ କଲେ। ଏହି ସିପ୍ପୟ ଦୈତ୍ୟପୁତ୍ରମାନଙ୍କ ମଧ୍ୟରୁ ଜଣେ ଥିଲା। ତେଣୁ ପଲେଷ୍ଟୀୟ ଲୋକମାନେ ଇସ୍ରାଏଲୀୟମାନଙ୍କର କ୍ରୀତଦାସ ତୁଲ୍ୟ ହୋଇଗଲେ। Viz kapitola |