1 ବଂଶାବଳୀ 21:2 - ଓଡିଆ ବାଇବେଲ2 ତହିଁରେ ଦାଉଦ ଯୋୟାବକୁ ଓ ଲୋକମାନଙ୍କ ଅଧିପତିମାନଙ୍କୁ କହିଲେ, ଯାଅ, ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲକୁ ଗଣନା କରି ମୋ’ ନିକଟକୁ ସମ୍ବାଦ ଆଣ, ତହିଁରେ ମୁଁ ସେମାନଙ୍କର ସଂଖ୍ୟା ଜାଣିବି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହିଁରେ ଦାଉଦ ଯୋୟାବକୁ ଓ ଲୋକମାନଙ୍କ ଅଧିପତିମାନଙ୍କୁ କହିଲେ, ଯାଅ, ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲକୁ ଗଣନା କରି ମୋʼ ନିକଟକୁ ସମ୍ଵାଦ ଆଣ, ତହିଁରେ ମୁଁ ସେମାନଙ୍କର ସଂଖ୍ୟା ଜାଣିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ଦାଉଦ ଯୋୟାବକୁ ଓ ଲୋକମାନଙ୍କ ଅଧିପତିମାନଙ୍କୁ କହିଲେ, “ଯାଅ, ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲକୁ ଗଣନା କରି ମୋʼ ନିକଟକୁ ସମ୍ବାଦ ଆଣ, ତହିଁରେ ମୁଁ ସେମାନଙ୍କର ସଂଖ୍ୟା ଜାଣିବି।” Viz kapitolaପବିତ୍ର ବାଇବଲ2 ତେଣୁ ଦାଉଦ ଯୋୟାବ ଓ ଲୋକମାନଙ୍କର ନେତାମାନଙ୍କୁ କହିଲେ, “ଯାଅ, ଓ ଇସ୍ରାଏଲର ସମସ୍ତ ଲୋକଙ୍କୁ ଗଣନା କର। ବେର୍ଶେବା ସହରଠାରୁ ଦାନ ସହର ପର୍ଯ୍ୟନ୍ତ ଦେଶରେ ଥିବା ପ୍ରତ୍ୟେକ ଜଣକୁ ଗଣନା କର। ଏହା ପରେ ଆସି ମୋତେ ସତ୍ୟ କୁହ, ତେବେ ଦେଶର ଲୋକସଂଖ୍ୟା କେତେ, ତାହା ମୁଁ ଜାଣି ପାରିବି।” Viz kapitola |