Online Bible

- Reklamy -




1 ବଂଶାବଳୀ 21:26 - ଓଡିଆ ବାଇବେଲ

26 ପୁଣି, ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ, ଆଉ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସେ ହୋମବଳିର ବେଦି ଉପରେ ଅଗ୍ନି ଦ୍ୱାରା ଆକାଶରୁ ତାଙ୍କୁ ଉତ୍ତର ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ପୁଣି ଦାଉଦ ସେସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ, ଆଉ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସେ ହୋମବଳିର ବେଦି ଉପରେ ଅଗ୍ନି ଦ୍ଵାରା ଆକାଶରୁ ତାଙ୍କୁ ଉତ୍ତର ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି, ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ, ଆଉ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସେ ହୋମବଳିର ବେଦି ଉପରେ ଅଗ୍ନି ଦ୍ୱାରା ଆକାଶରୁ ତାଙ୍କୁ ଉତ୍ତର ଦେଲେ।

Viz kapitola kopírovat

ପବିତ୍ର ବାଇବଲ

26 ସଦାପ୍ରଭୁଙ୍କର ଉପାସନା କରିବା ନିମନ୍ତେ ଦାଉଦ ଏକ ଯଜ୍ଞବେଦି ନିର୍ମାଣ କଲେ। ଦାଉଦ ହୋମବଳି ଏବଂ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଦାଉଦ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ସଦାପ୍ରଭୁ ସ୍ୱର୍ଗରୁ ଅଗ୍ନି ପଠାଇ ଦାଉଦଙ୍କୁ ପ୍ରାର୍ଥନାର ଉତ୍ତର ଦେଲେ। ହୋମବଳି, ନୈବେଦ୍ୟ ଉପରେ ସେହି ଅଗ୍ନି ଅବତରଣ କଲା।

Viz kapitola kopírovat




1 ବଂଶାବଳୀ 21:26

Následuj nás:

Reklamy


Reklamy