1 ବଂଶାବଳୀ 21:7 - ଓଡିଆ ବାଇବେଲ7 ଆଉ, ପରମେଶ୍ୱର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ ପରମେଶ୍ଵର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ପରମେଶ୍ୱର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ। Viz kapitolaପବିତ୍ର ବାଇବଲ7 ଦାଉଦ ପରମେଶ୍ୱରଙ୍କ ଦୃଷ୍ଟିରେ ଏକ ମନ୍ଦକର୍ମ କଲେ। ତେଣୁ ପରମେଶ୍ୱର ଇସ୍ରାଏଲକୁ ଦଣ୍ଡ ଦେଲେ। Viz kapitola |