Online Bible

- Reklamy -




1 ବଂଶାବଳୀ 22:13 - ଓଡିଆ ବାଇବେଲ

13 ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁ ଯେଉଁ ବିଧି ଓ ଶାସନ ଦେଇଅଛନ୍ତି, ସେହିସବୁ ଯଦି ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେ ଯେ ବିଧି ଓ ଶାସନ ଦେଇଅଛନ୍ତି, ସେସବୁ ଯେବେ ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁ ଯେଉଁ ବିଧି ଓ ଶାସନ ଦେଇଅଛନ୍ତି, ସେହି ସବୁ ଯଦି ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ।

Viz kapitola kopírovat

ପବିତ୍ର ବାଇବଲ

13 ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁସବୁ ବ୍ୟବସ୍ଥା ପ୍ରଦାନ କରିଛନ୍ତି, ଯଦି ତୁମ୍ଭେ ତାହାର ବାଧ୍ୟ ହେବା ନିମନ୍ତେ ଯତ୍ନ କରିବ, ତେବେ ତୁମ୍ଭେ ସଫଳତା ଲାଭ କରିବ। ବଳବାନ ଓ ସାହସୀ ହୁଅ, ଭୟ କର ନାହିଁ।

Viz kapitola kopírovat




1 ବଂଶାବଳୀ 22:13

Následuj nás:

Reklamy


Reklamy