1 ବଂଶାବଳୀ 22:4 - ଓଡିଆ ବାଇବେଲ4 ଆଉ, ଅସଂଖ୍ୟ ଏରସ କାଷ୍ଠ ପ୍ରସ୍ତୁତ କଲେ, କାରଣ ସୀଦୋନୀୟ ଓ ସୋରୀୟ ଲୋକମାନେ ଦାଉଦଙ୍କ ନିକଟକୁ ଅଧିକ ପରିମାଣର ଏରସ କାଷ୍ଠ ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆଉ, ଅସଂଖ୍ୟ ଏରସକାଷ୍ଠ ପ୍ରସ୍ତୁତ କଲେ, କାରଣ ସୀଦୋନୀୟ ଓ ସୋରୀୟ ଲୋକମାନେ ଦାଉଦଙ୍କ ନିକଟକୁ ବିସ୍ତର ଏରସକାଷ୍ଠ ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ଅସଂଖ୍ୟ ଏରସ କାଷ୍ଠ ପ୍ରସ୍ତୁତ କଲେ, କାରଣ ସୀଦୋନୀୟ ଓ ସୋରୀୟ ଲୋକମାନେ ଦାଉଦଙ୍କ ନିକଟକୁ ଅଧିକ ପରିମାଣର ଏରସ କାଷ୍ଠ ଆଣିଲେ। Viz kapitolaପବିତ୍ର ବାଇବଲ4 ଦାଉଦ ଏତେ ସଂଖ୍ୟକ ଦେବଦାରୁ କାଠଗଣ୍ଡିମାନ ସଂଗ୍ରହ କଲେ ଯେ, ତାହା ଗଣାଯାଇ ନ ପାରେ। ସୀଦୋନ ଓ ସୋର ନଗରର ଲୋକମାନେ ଦାଉଦଙ୍କ ନିମନ୍ତେ ଅସଂଖ୍ୟ ଦେବଦାରୁ କାଠ ଆଣିଲେ। Viz kapitola |