1 ବଂଶାବଳୀ 22:6 - ଓଡିଆ ବାଇବେଲ6 ଏଥିଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ଡକାଇ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନିମନ୍ତେ ଗୃହ ନିର୍ମାଣ କରିବାକୁ ଆଜ୍ଞା ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଅନନ୍ତର ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ଡକାଇ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନିମନ୍ତେ ଗୃହ ନିର୍ମାଣ କରିବାକୁ ଆଜ୍ଞା ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ଡକାଇ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନିମନ୍ତେ ଗୃହ ନିର୍ମାଣ କରିବାକୁ ଆଜ୍ଞା ଦେଲେ। Viz kapitolaପବିତ୍ର ବାଇବଲ6 ଏହା ପରେ ଦାଉଦ ତାଙ୍କର ପୁତ୍ର ଶଲୋମନଙ୍କୁ ଡକାଇ ପଠାଇଲେ। Viz kapitola |