1 ବଂଶାବଳୀ 23:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ଦାଉଦ ବୃଦ୍ଧ ଓ ପୂର୍ଣ୍ଣାୟୁ ହେଲେ ଓ ସେ ଆପଣା ପୁତ୍ର ଶଲୋମନଙ୍କୁ ଇସ୍ରାଏଲ ଉପରେ ରାଜା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଦାଉଦ ବୃଦ୍ଧ ଓ ପୂର୍ଣ୍ଣାୟୁ ହେଲେ ଓ ସେ ଆପଣା ପୁତ୍ର ଶଲୋମନଙ୍କୁ ଇସ୍ରାଏଲ ଉପରେ ରାଜା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦାଉଦ ବୃଦ୍ଧ ଓ ପୂର୍ଣ୍ଣାୟୁ ହେଲେ ଓ ସେ ଆପଣା ପୁତ୍ର ଶଲୋମନଙ୍କୁ ଇସ୍ରାଏଲ ଉପରେ ରାଜା କଲେ। Viz kapitolaପବିତ୍ର ବାଇବଲ1 ଦାଉଦ ବୃଦ୍ଧ ହେଲେ, ତେଣୁ ସେ ତାଙ୍କର ପୁତ୍ର ଶଲୋମନଙ୍କୁ ଇସ୍ରାଏଲର ନୂତନ ରାଜା କଲେ। Viz kapitola |