1 ବଂଶାବଳୀ 24:3 - ଓଡିଆ ବାଇବେଲ3 ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ ଓ ଈଥାମରର ସନ୍ତାନ ଅହୀମେଲକ୍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ୍ ଓ ଈଥାମରର ସନ୍ତାନ ଅହୀମେଲକ୍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ ଓ ଈଥାମରର ସନ୍ତାନ ଅହୀମେଲକ୍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ। Viz kapitolaପବିତ୍ର ବାଇବଲ3 ଦାଉଦ ଇଲିୟାସରଙ୍କ ପରିବାରବର୍ଗ ଓ ଈଥାମରଙ୍କ ବଂଶକୁ ଦୁଇଟି ଭିନ୍ନ ଦଳରେ ବିଭକ୍ତ କରିଥିଲେ। ସେହି ଦଳମାନେ ସେମାନଙ୍କୁ ଦତ୍ତ କାର୍ଯ୍ୟ ଯେପରି ସୂଗ୍ଭରୁରୂପେ କରି ପାରନ୍ତି, ସେଥିନିମନ୍ତେ ଦାଉଦ ଏହିପରି କରିଥିଲେ। ସାଦୋକ୍ ଓ ଅହୀମେଲକ୍ଙ୍କ ସାହାଯ୍ୟରେ ଏହା କରିଥିଲେ। ସାଦୋକ୍ ଇଲିୟାସରଙ୍କ ବଂଶଧର ଓ ଅହୀମେଲକ୍ ଈଥାମରଙ୍କ ବଂଶଧର ଥିଲେ। Viz kapitola |