1 ବଂଶାବଳୀ 24:31 - ଓଡିଆ ବାଇବେଲ31 ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା, ସାଦୋକ ଓ ଅହୀମେଲକ୍, ପୁଣି, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି, ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା ଓ ସାଦୋକ ଓ ଅହୀମେଲକ୍, ପୁଣି ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା, ସାଦୋକ ଓ ଅହୀମେଲକ୍, ପୁଣି, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି, ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା। Viz kapitolaପବିତ୍ର ବାଇବଲ31 ସେମାନେ ବିଶେଷ କର୍ମ କରିବା ନିମନ୍ତେ ମନୋନୀତ ହୋଇଥିଲେ। ସେମାନେ ସେମାନଙ୍କର ଆତ୍ମୀୟ, ଯାଜକମାନଙ୍କ ପରି ଗୁଲିବାଣ୍ଟ କଲେ। ଯାଜକମାନେ ହାରୋଣଙ୍କ ବଂଶଧର ଥିଲେ। ସେମାନେ ରାଜା ଦାଉଦ, ସାଦୋକ, ଅହୀମେଲକ, ଯାଜକ ଏବଂ ଲେବୀୟ ବଂଶର ନେତାମାନଙ୍କ ସମ୍ମୁଖରେ ଗୁଲିବାଣ୍ଟ କଲେ। ଜ୍ୟେଷ୍ଠ ପରିବାର ଓ କନିଷ୍ଠ ପରିବାର ନିମନ୍ତେ ଯେତେବେଳେ କାର୍ଯ୍ୟ ସ୍ଥିର କରାଗଲା, ସେତେବେଳେ ସେମାନଙ୍କ ପ୍ରତି ସମାନ ବ୍ୟବହାର କରାଗଲା। Viz kapitola |