Online Bible

- Reklamy -




1 ବଂଶାବଳୀ 24:6 - ଓଡିଆ ବାଇବେଲ

6 ପୁଣି, ରାଜାଙ୍କର, ଅଧିପତିମାନଙ୍କର, ସାଦୋକ ଯାଜକର, ଅବୀୟାଥରର ପୁତ୍ର ଅହୀମେଲକ୍‍ର, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଲେବୀ-ବଂଶଜାତ ନଥନେଲର ପୁତ୍ର ଶମୟୀୟ ଲେଖକ ସେମାନଙ୍କ ନାମ ଲେଖିଲା; ଇଲୀୟାସର ନିମନ୍ତେ ଏକ ପିତୃବଂଶ ଓ ଈଥାମର ନିମନ୍ତେ ଏକ ପିତୃବଂଶ ଗ୍ରହଣ କରାଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ରାଜାଙ୍କର ଓ ଅଧିପତିମାନଙ୍କର ଓ ସାଦୋକ ଯାଜକର ଓ ଅବୀୟାଥରର ପୁତ୍ର ଅହୀମେଲକ୍ର ଓ ଯାଜକୀୟ ଓ ଲେବୀୟ ପିତୃବଂଶପ୍ରଧାନମାନଙ୍କ ସାକ୍ଷାତରେ ଲେବୀ-ବଂଶଜାତ ନଥନେଲର ପୁତ୍ର ଶମୟୀୟ ଲେଖକ ସେମାନଙ୍କ ନାମ ଲେଖିଲା; ଇଲୀୟାସର ନିମନ୍ତେ ଏକ ପିତୃବଂଶ ଓ ଈଥାମର ନିମନ୍ତେ ଏକ ପିତୃବଂଶ ଗ୍ରହଣ କରାଗଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ରାଜାଙ୍କର, ଅଧିପତିମାନଙ୍କର, ସାଦୋକ ଯାଜକର, ଅବୀୟାଥରର ପୁତ୍ର ଅହୀମେଲକ୍‍ର, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଲେବୀ ବଂଶଜାତ ନଥନେଲର ପୁତ୍ର ଶମୟୀୟ ଲେଖକ ସେମାନଙ୍କ ନାମ ଲେଖିଲା; ଇଲୀୟାସର ନିମନ୍ତେ ଏକ ପିତୃବଂଶ ଓ ଈଥାମର ନିମନ୍ତେ ଏକ ପିତୃବଂଶ ଗ୍ରହଣ କରାଗଲା।

Viz kapitola kopírovat

ପବିତ୍ର ବାଇବଲ

6 ଶମୟିୟ ସମ୍ପାଦକ ଥିଲେ। ସେ ନଥନେଲଙ୍କ ପୁତ୍ର ଥିଲେ। ଶମୟିୟ ଲେବୀ ଗୋଷ୍ଠୀରୁ ଆସିଥିଲେ। ଶମୟିୟ ସେହି ବଂଶଧରମାନଙ୍କ ନାମ ଲେଖିଲେ। ସେ ସେହି ନାମଗୁଡ଼ିକୁ ରାଜା ଦାଉଦ ଓ ସେହି ନେତାଗଣ: ଯାଜକ ସାଦୋକ, ଅହୀମେଲକ, ଯାଜକମାନଙ୍କର ବଂଶଜ ନେତା ଓ ଲେବୀ ବଂଶଜ ନେତାମାନଙ୍କ ସମ୍ମୁଖରେ ଲେଖିଲେ। ଅହୀମେଲକ ଅବିୟାଥରଙ୍କ ପୁତ୍ର ଥିଲେ। ପ୍ରତିଥର ଗୁଲିବାଣ୍ଟ ଦ୍ୱାରା ସେମାନେ ଜଣେ ବ୍ୟକ୍ତିକୁ ମନୋନୀତ କଲେ ଓ ଶମୟିୟ ସେହି ଲୋକର ନାମ ଲେଖି ରଖିଲେ। ତେଣୁ ସେମାନେ ଇଲିୟାସର ଓ ଈଥାମରଙ୍କ ପରିବାରର ବ୍ୟକ୍ତିମାନଙ୍କର ମଧ୍ୟ କାମକୁ ଭାଗ କରିଦେଲେ।

Viz kapitola kopírovat




1 ବଂଶାବଳୀ 24:6

Následuj nás:

Reklamy


Reklamy