1 ବଂଶାବଳୀ 26:20 - ଓଡିଆ ବାଇବେଲ20 ପୁଣି, ଲେବୀୟମାନଙ୍କ ମଧ୍ୟରୁ ଅହୀୟ ପରମେଶ୍ୱରଙ୍କ ଗୃହର କୋଷାଧ୍ୟକ୍ଷ ଓ ପବିତ୍ରୀକୃତ ସକଳ ବସ୍ତୁର କୋଷାଧ୍ୟକ୍ଷ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି ଲେବୀୟମାନଙ୍କ ମଧ୍ୟରୁ ଅହୀୟ ପରମେଶ୍ଵରଙ୍କ ଗୃହର କୋଷାଧ୍ୟକ୍ଷ ଓ ପବିତ୍ରୀକୃତ ସକଳ ବସ୍ତୁର କୋଷାଧ୍ୟକ୍ଷ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ଲେବୀୟମାନଙ୍କ ମଧ୍ୟରୁ ଅହୀୟ ପରମେଶ୍ୱରଙ୍କ ଗୃହର କୋଷାଧ୍ୟକ୍ଷ ଓ ପବିତ୍ରୀକୃତ ସକଳ ବସ୍ତୁର କୋଷାଧ୍ୟକ୍ଷ ଥିଲା। Viz kapitolaପବିତ୍ର ବାଇବଲ20 ଅହିୟ ଲେବୀୟ ଗୋଷ୍ଠୀରୁ ଆସିଥିଲେ। ଅହିୟ ପରମେଶ୍ୱରଙ୍କ ମନ୍ଦିରରେ ଥିବା ବହୁମୂଲ୍ୟ ସାମଗ୍ରୀଗୁଡ଼ିକର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିଲେ। ଯେଉଁ ସ୍ଥାନମାନଙ୍କରେ ପବିତ୍ର ସାମଗ୍ରୀଗୁଡ଼ିକ ରଖାଯାଇଥିଲା। ଅହିୟ ତାହାର ଦାୟିତ୍ୱରେ ମଧ୍ୟ ଥିଲେ। Viz kapitola |