Online Bible

- Reklamy -




1 ବଂଶାବଳୀ 27:25 - ଓଡିଆ ବାଇବେଲ

25 ଆଉ, ଅଦୀୟେଲର ପୁତ୍ର ଅସ୍ମାବତ୍‍ ରାଜାଙ୍କ କୋଷାଧ୍ୟକ୍ଷ, ପୁଣି, ଉଷୀୟର ପୁତ୍ର ଯୋନାଥନ କ୍ଷେତ୍ର, ନଗର ଓ ଗ୍ରାମ ଓ ଦୁର୍ଗସ୍ଥିତ ଭଣ୍ଡାରସବୁର ଅଧ୍ୟକ୍ଷ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଆଉ ଅଦୀୟେଲର ପୁତ୍ର ଅସ୍ମାବତ୍ ରାଜାଙ୍କ କୋଷାଧ୍ୟକ୍ଷ, ପୁଣି ଉଷୀୟର ପୁତ୍ର ଯୋନାଥନ କ୍ଷେତ୍ର, ନଗର ଓ ଗ୍ରାମ ଓ ଦୁର୍ଗସ୍ଥିତ ଭଣ୍ତାରସବୁର ଅଧ୍ୟକ୍ଷ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ, ଅଦୀୟେଲର ପୁତ୍ର ଅସ୍ମାବତ୍‍ ରାଜାଙ୍କ କୋଷାଧ୍ୟକ୍ଷ, ପୁଣି, ଉଷୀୟର ପୁତ୍ର ଯୋନାଥନ କ୍ଷେତ୍ର, ନଗର ଓ ଗ୍ରାମ ଓ ଦୁର୍ଗସ୍ଥିତ ଭଣ୍ଡାରସବୁର ଅଧ୍ୟକ୍ଷ ଥିଲା।

Viz kapitola kopírovat

ପବିତ୍ର ବାଇବଲ

25 ରାଜାଙ୍କ ସମ୍ପତ୍ତିର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା ଲୋକମାନଙ୍କର ତାଲିକା ଏହି: ଅଦୀୟେଲଙ୍କ ପୁତ୍ର ଅସମାବତ ରାଜାଙ୍କ ଭଣ୍ଡାରଘର ଦାୟିତ୍ୱରେ ଥିଲେ। ଉଷିୟଙ୍କ ପୁତ୍ର ଯୋନାଥନ କ୍ଷୁଦ୍ର ସହର, ଗ୍ରାମ, କ୍ଷେତ ଓ ଦୁର୍ଗମାନଙ୍କରେ ଥିବା ଭଣ୍ଡାରଘର ଗୁଡ଼ିକର ଦାୟିତ୍ୱରେ ଥିଲେ।

Viz kapitola kopírovat




1 ବଂଶାବଳୀ 27:25

Následuj nás:

Reklamy


Reklamy