Online Bible

- Reklamy -




1 ବଂଶାବଳୀ 27:27 - ଓଡିଆ ବାଇବେଲ

27 ରାମାଥୀୟ ଶିମୀୟି ଦ୍ରାକ୍ଷାକ୍ଷେତ୍ରସକଳର ଅଧ୍ୟକ୍ଷ ଓ ଶିଫ୍‍ମୀୟ ସବ୍‍ଦି ଦ୍ରାକ୍ଷାକ୍ଷେତ୍ରୋତ୍ପନ୍ନ ଦ୍ରାକ୍ଷାରସ-ଭଣ୍ଡାରର ଅଧ୍ୟକ୍ଷ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ରାମାଥୀୟ ଶିମୀୟି ଦ୍ରାକ୍ଷାକ୍ଷେତ୍ରସକଳର ଅଧ୍ୟକ୍ଷ ଓ ଶିଫ୍ମୀୟ ସବ୍ଦି ଦ୍ରାକ୍ଷାକ୍ଷେତ୍ରୋତ୍ପନ୍ନ ଦ୍ରାକ୍ଷାରସ-ଭଣ୍ତାରର ଅଧ୍ୟକ୍ଷ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ରାମାଥୀୟ ଶିମୀୟି ଦ୍ରାକ୍ଷାକ୍ଷେତ୍ରସକଳର ଅଧ୍ୟକ୍ଷ ଓ ଶିଫ୍‍ମୀୟ ସବ୍‍ଦି ଦ୍ରାକ୍ଷାକ୍ଷେତ୍ରୋତ୍ପନ୍ନ ଦ୍ରାକ୍ଷାରସ-ଭଣ୍ଡାରର ଅଧ୍ୟକ୍ଷ ଥିଲା।

Viz kapitola kopírovat

ପବିତ୍ର ବାଇବଲ

27 ରାମାଥୀୟଙ୍କ ପୁତ୍ର ଶିମିୟି ଦ୍ରାକ୍ଷାକ୍ଷେତ୍ର‌ଗୁଡ଼ିକର ଦାୟିତ୍ୱରେ ଥିଲେ। ଶିଫମୀର ପୁତ୍ର ଜାବଦି ସଂଗ୍ରହାଗାର ଓ ଦ୍ରାକ୍ଷାକ୍ଷେତମାନଙ୍କରୁ ଆସୁଥିବା ମଦ୍ୟର ଦାୟିତ୍ୱରେ ଥିଲେ।

Viz kapitola kopírovat




1 ବଂଶାବଳୀ 27:27

Následuj nás:

Reklamy


Reklamy