1 ବଂଶାବଳୀ 27:29 - ଓଡିଆ ବାଇବେଲ29 ଆଉ ଶାରୋଣୀୟ ସିଟ୍ରୟ ଶାରୋଣରେ ଚରିବା ପଶୁପଲର ଅଧ୍ୟକ୍ଷ; ପୁଣି, ଅଦ୍ଲୟର ପୁତ୍ର ଶାଫଟ୍ ସବୁ ଉପତ୍ୟକାସ୍ଥିତ ପଶୁପଲର ଅଧ୍ୟକ୍ଷ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଆଉ ଶାରୋଣୀୟ ସିଟ୍ରୟ ଶାରୋଣରେ ଚରିବା ପଶୁପଲର ଅଧ୍ୟକ୍ଷ; ପୁଣି ଅଦ୍ଲୟର ପୁତ୍ର ଶାଫଟ୍ ସବୁ ଉପତ୍ୟକାସ୍ଥିତ ପଶୁପଲର ଅଧ୍ୟକ୍ଷ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆଉ ଶାରୋଣୀୟ ସିଟ୍ରୟ ଶାରୋଣରେ ଚରିବା ପଶୁପଲର ଅଧ୍ୟକ୍ଷ; ପୁଣି, ଅଦ୍ଲୟର ପୁତ୍ର ଶାଫଟ୍ ସବୁ ଉପତ୍ୟକାସ୍ଥିତ ପଶୁପଲର ଅଧ୍ୟକ୍ଷ ଥିଲା। Viz kapitolaପବିତ୍ର ବାଇବଲ29 ଶାରୋଣୀୟ ସିଟ୍ରୟ ଶାରୋଣର ଚତୁର୍ଦ୍ଦିଗସ୍ଥ ପଶୁପଲର ଦାୟିତ୍ୱରେ ଥିଲେ। ଅଦଲୟଙ୍କ ପୁତ୍ର ଶାଫଟ୍ ଉପତ୍ୟକାସ୍ଥ ପଶୁପଲର ଦାୟିତ୍ୱରେ ଥିଲେ। Viz kapitola |