1 ବଂଶାବଳୀ 27:5 - ଓଡିଆ ବାଇବେଲ5 ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Viz kapitolaପବିତ୍ର ବାଇବଲ5 ବନାୟ ତୃତୀୟ ସେନାଧ୍ୟକ୍ଷ ଥିଲେ। ବନାୟ ତୃତୀୟ ମାସର ସେନାଧ୍ୟକ୍ଷ ଥିଲେ। ବନାୟ ଯିହୋୟାଦାଙ୍କ ପୁତ୍ର ଥିଲେ। ଯିହୋୟାଦା ମୁଖ୍ୟ ଯାଜକ ଥିଲେ। ବନାୟଙ୍କ ଦଳରେ 24,000 ଲୋକ ଥିଲେ। Viz kapitola |