Online Bible

- Reklamy -




1 ବଂଶାବଳୀ 28:1 - ଓଡିଆ ବାଇବେଲ

1 ଏଥିଉତ୍ତାରେ ଦାଉଦ ଇସ୍ରାଏଲର ସମଗ୍ର ଅଧିପତିଙ୍କୁ, ବଂଶାଧିପତିଗଣଙ୍କୁ ଓ ପାଳି କ୍ରମେ ରାଜାଙ୍କର ସେବାକାରୀ ଦଳର ଅଧ୍ୟକ୍ଷମାନଙ୍କୁ, ପୁଣି, ସହସ୍ରପତି ଓ ଶତପତିମାନଙ୍କୁ, ଆଉ ରାଜାଙ୍କର ଓ ରାଜପୁତ୍ରମାନଙ୍କର ସକଳ ସମ୍ପତ୍ତି ଓ ଅଧିକାରର ଅଧ୍ୟକ୍ଷମାନଙ୍କୁ ଓ ନପୁଂସକଗଣକୁ ଓ ବୀରମାନଙ୍କୁ ଓ ମହାବିକ୍ରମଶାଳୀ ଲୋକଙ୍କୁ ଯିରୂଶାଲମରେ ଏକତ୍ର କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଦାଉଦ ଇସ୍ରାଏଲର ସମଗ୍ର ଅଧିପତିଙ୍କି, ବଂଶାଧି-ପତିଗଣଙ୍କୁ ଓ ପାଳି କ୍ରମେ ରାଜାଙ୍କର ସେବାକାରୀ ଦଳର ଅଧ୍ୟକ୍ଷମାନଙ୍କୁ, ପୁଣି ସହସ୍ରପତି ଓ ଶତପତିମାନଙ୍କୁ, ଆଉ ରାଜାଙ୍କର ଓ ରାଜପୁତ୍ର-ମାନଙ୍କର ସକଳ ସମ୍ପତ୍ତି ଓ ଅଧିକାରର ଅଧ୍ୟକ୍ଷମାନଙ୍କୁ ଓ ନପୁଂସକଗଣକୁ ଓ ବୀରମାନଙ୍କୁ ଓ ମହାବିକ୍ରମଶାଳୀ ଲୋକଙ୍କୁ ଯିରୂଶାଲମରେ ଏକତ୍ର କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଦାଉଦ ଇସ୍ରାଏଲର ସମଗ୍ର ଅଧିପତିଙ୍କୁ, ବଂଶାଧିପତିଗଣଙ୍କୁ ଓ ପାଳିକ୍ରମେ ରାଜାଙ୍କର ସେବାକାରୀ ଦଳର ଅଧ୍ୟକ୍ଷମାନଙ୍କୁ, ପୁଣି, ସହସ୍ରପତି ଓ ଶତପତିମାନଙ୍କୁ, ଆଉ ରାଜାଙ୍କର ଓ ରାଜପୁତ୍ରମାନଙ୍କର ସକଳ ସମ୍ପତ୍ତି ଓ ଅଧିକାରର ଅଧ୍ୟକ୍ଷମାନଙ୍କୁ ଓ ନପୁଂସକଗଣକୁ ଓ ବୀରମାନଙ୍କୁ ଓ ମହାବିକ୍ରମଶାଳୀ ଲୋକଙ୍କୁ ଯିରୂଶାଲମରେ ଏକତ୍ର କଲେ।

Viz kapitola kopírovat

ପବିତ୍ର ବାଇବଲ

1 ଦାଉଦ ଇସ୍ରାଏଲ ଲୋକମାନଙ୍କର ସମସ୍ତ ନେତାଗଣଙ୍କୁ ଏକତ୍ର କଲେ। ସେ ସେହି ନେତାଗଣଙ୍କୁ ଯିରୁଶାଲମକୁ ଆସିବା ନିମନ୍ତେ ଆଦେଶ ଦେଲେ। ଦାଉଦ ସବୁ ଗୋଷ୍ଠୀର ନେତାଗଣ, ରାଜାଙ୍କ ସୈନ୍ୟଦଳର ସେନାଧ୍ୟକ୍ଷଗଣ, ଅଧ୍ୟକ୍ଷଗଣ, ସେନାପତିଗଣ, ରାଜା ଓ ତାହାଙ୍କ ପୁତ୍ରମାନଙ୍କର ସମ୍ପତ୍ତି ଓ ପଶୁପଲର ଯତ୍ନ ନେଉଥିବା କାର୍ଯ୍ୟକାରୀଗଣ, ରାଜାଙ୍କର ବିଶେଷ କର୍ମଗ୍ଭରୀଗଣ, ପରାକ୍ରମୀ ବୀରଗଣ, ଓ ସମସ୍ତ ସାହସୀ ସୈନ୍ୟଗଣଙ୍କୁ ଡାକି ପଠାଇଲେ।

Viz kapitola kopírovat




1 ବଂଶାବଳୀ 28:1

Následuj nás:

Reklamy


Reklamy