1 ବଂଶାବଳୀ 28:19 - ଓଡିଆ ବାଇବେଲ19 ଦାଉଦ କହିଲେ, “ଏହିସବୁ, ଅର୍ଥାତ୍, ଏହି ନମୁନାର ସମସ୍ତ କର୍ମ ସଦାପ୍ରଭୁଙ୍କ ହସ୍ତ-ଲିଖନରେ ଆମ୍ଭକୁ ବୁଝାଇ ଦିଆଯାଇଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ଦାଉଦ କହିଲେ, ଏହିସବୁ, ଅର୍ଥାତ୍, ଏହି ନମୁନାର ସମସ୍ତ କର୍ମ ସଦାପ୍ରଭୁଙ୍କ ହସ୍ତ-ଲିଖନରେ ଆମ୍ଭକୁ ବୁଝାଇ ଦିଆଯାଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଦାଉଦ କହିଲେ, “ଏହିସବୁ, ଅର୍ଥାତ୍, ଏହି ନମୁନାର ସମସ୍ତ କର୍ମ ସଦାପ୍ରଭୁଙ୍କ ହସ୍ତ-ଲିଖନରେ ଆମ୍ଭକୁ ବୁଝାଇ ଦିଆଯାଇଅଛି।” Viz kapitolaପବିତ୍ର ବାଇବଲ19 ଦାଉଦ କହିଲେ, “ସଦାପ୍ରଭୁ ମୋତେ ପରିଗ୍ଭଳନା ଦେବା ସହିତ ଏହି ସମସ୍ତ ଯୋଜନା ଲିଖିତ ହୋଇଅଛି। ସଦାପ୍ରଭୁ ମୋତେ ଏହି ଯୋଜନାରେ ଲିଖିତ ସମସ୍ତ ବିଷୟ ବୁଝିବାରେ ସାହାଯ୍ୟ କରିଅଛନ୍ତି।” Viz kapitola |