1 ବଂଶାବଳୀ 28:5 - ଓଡିଆ ବାଇବେଲ5 ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି, ମାତ୍ର ମୋହର ସବୁ ପୁତ୍ର ମଧ୍ୟରୁ ଇସ୍ରାଏଲ ଉପରେ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ସେ ମୋ’ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି, ମାତ୍ର ମୋହର ସବୁ ପୁତ୍ର ମଧ୍ୟରୁ ଇସ୍ରାଏଲ ଉପରେ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ସେ ମୋʼ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି, ମାତ୍ର ମୋହର ସବୁ ପୁତ୍ର ମଧ୍ୟରୁ ଇସ୍ରାଏଲ ଉପରେ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ସେ ମୋʼ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି। Viz kapitolaପବିତ୍ର ବାଇବଲ5 ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି। ଆଉ ଏହି ସମସ୍ତ ପୁତ୍ରଗଣଙ୍କ ମଧ୍ୟରୁ ସଦାପ୍ରଭୁ ଶଲୋମନକୁ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ଏବଂ ଇସ୍ରାଏଲରେ ଶାସନ କରିବା ପାଇଁ ମନୋନୀତ କରିଅଛନ୍ତି। Viz kapitola |