Online Bible

- Reklamy -




1 ବଂଶାବଳୀ 29:19 - ଓଡିଆ ବାଇବେଲ

19 ପୁଣି, ତୁମ୍ଭର ଆଜ୍ଞା, ତୁମ୍ଭ ପ୍ରମାଣ-ବାକ୍ୟ ଓ ତୁମ୍ଭ ବିଧିସବୁ ପାଳନ କରିବା ପାଇଁ ଓ ଏହିସବୁ କାର୍ଯ୍ୟ କରିବା ପାଇଁ, ଆଉ, ମୁଁ ଯେଉଁ ପ୍ରାସାଦ ପାଇଁ ଆୟୋଜନ କରୁଅଛି, ତାହା ନିର୍ମାଣ କରିବା ପାଇଁ ମୋ’ ପୁତ୍ର ଶଲୋମନକୁ ସିଦ୍ଧ ଅନ୍ତଃକରଣ ଦିଅ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ତୁମ୍ଭର ଆଜ୍ଞା, ତୁମ୍ଭ ପ୍ରମାଣ-ବାକ୍ୟ ଓ ତୁମ୍ଭ ବିଧିସବୁ ପାଳନ କରିବା ପାଇଁ ଓ ଏହିସବୁ କାର୍ଯ୍ୟ କରିବା ପାଇଁ, ଆଉ ମୁଁ ଯେଉଁ ପ୍ରାସାଦ ପାଇଁ ଆୟୋଜନ କରୁଅଛି, ତାହା ନିର୍ମାଣ କରିବା ପାଇଁ ମୋʼ ପୁତ୍ର ଶଲୋମନକୁ ସିଦ୍ଧ ଅନ୍ତଃକରଣ ଦିଅ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ତୁମ୍ଭର ଆଜ୍ଞା, ତୁମ୍ଭ ପ୍ରମାଣ-ବାକ୍ୟ ଓ ତୁମ୍ଭ ବିଧିସବୁ ପାଳନ କରିବା ପାଇଁ ଓ ଏହିସବୁ କାର୍ଯ୍ୟ କରିବା ପାଇଁ, ଆଉ, ମୁଁ ଯେଉଁ ପ୍ରାସାଦ ପାଇଁ ଆୟୋଜନ କରୁଅଛି, ତାହା ନିର୍ମାଣ କରିବା ପାଇଁ ମୋʼ ପୁତ୍ର ଶଲୋମନକୁ ସିଦ୍ଧ ଅନ୍ତଃକରଣ ଦିଅ।”

Viz kapitola kopírovat

ପବିତ୍ର ବାଇବଲ

19 ଆଉ, ମୋର ପୁତ୍ର ଶଲୋମନକୁ ତୁମ୍ଭ ପ୍ରତି ବିଶ୍ୱସ୍ତ ହେବା ନିମନ୍ତେ ସାହାଯ୍ୟ କର। ସର୍ବଦା ତୁମ୍ଭର ଆଜ୍ଞା, ବିଧି ଓ ଶାସନ ସକଳର ବାଧ୍ୟ ହେବା ନିମନ୍ତେ ତାହାକୁ ସାହାଯ୍ୟ କର। ଶଲୋମନଙ୍କୁ ଏହି ସମସ୍ତ ବିଷୟ କରିବା ନିମନ୍ତେ ସାହାଯ୍ୟ କର ଓ ଏହି ପବିତ୍ର ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ଯେଉଁ ଯୋଜନା କରିଅଛି, ସେଥିରେ ତାହାକୁ ସାହାଯ୍ୟ କର।”

Viz kapitola kopírovat




1 ବଂଶାବଳୀ 29:19

Následuj nás:

Reklamy


Reklamy