Online Bible

- Reklamy -




1 ବଂଶାବଳୀ 29:21 - ଓଡିଆ ବାଇବେଲ

21 ତହୁଁ ସେମାନେ ପର ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସହସ୍ର ଗୋରୁ, ଏକ ସହସ୍ର ମେଷ ଓ ଏକ ସହସ୍ର ମେଷଶାବକ ପେୟ-ନୈବେଦ୍ୟ ସହିତ ବଳିଦାନ କଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସମଗ୍ର ଇସ୍ରାଏଲ ନିମନ୍ତେ ଅଧିକ ପରିମାଣର ବଳି ଉତ୍ସର୍ଗ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ତହୁଁ ସେମାନେ ପର ଦିବସ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସହସ୍ର ଗୋରୁ, ଏକ ସହସ୍ର ମେଷ ଓ ଏକ ସହସ୍ର ମେଷଶାବକ ପେୟ-ନୈବେଦ୍ୟ ସହିତ ବଳିଦାନ କଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସମଗ୍ର ଇସ୍ରାଏଲ ନିମନ୍ତେ ବିସ୍ତର ବଳି ଉତ୍ସର୍ଗ କଲେ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତହୁଁ ସେମାନେ ପରଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସହସ୍ର ଗୋରୁ, ଏକ ସହସ୍ର ମେଷ ଓ ଏକ ସହସ୍ର ମେଷଶାବକ ପେୟ-ନୈବେଦ୍ୟ ସହିତ ବଳିଦାନ କଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସମଗ୍ର ଇସ୍ରାଏଲ ନିମନ୍ତେ ଅଧିକ ପରିମାଣର ବଳି ଉତ୍ସର୍ଗ କଲେ।

Viz kapitola kopírovat

ପବିତ୍ର ବାଇବଲ

21 ପରଦିନ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବଳିଦାନ କଲେ। ସେମାନେ ସଦାପ୍ରଭୁଙ୍କୁ ହୋମବଳି ଅର୍ପଣ କଲେ। ସେମାନେ 1,000 ବଳଦ, 1,000 ଅଣ୍ଡିରା ମେଷ, 1,000 ମେଷଶାବକ ଓ ପେୟନୈବେଦ୍ୟ ଉତ୍ସର୍ଗ କଲେ। ସେମାନେ ଇସ୍ରାଏଲର ଲୋକମାନଙ୍କ ନିମନ୍ତେ ଅନେକ ମଙ୍ଗଳାର୍ଥକ ନୈବେଦ୍ୟ ଉତ୍ସର୍ଗ କଲେ।

Viz kapitola kopírovat




1 ବଂଶାବଳୀ 29:21

Následuj nás:

Reklamy


Reklamy