Online Bible

- Reklamy -




1 ବଂଶାବଳୀ 29:22 - ଓଡିଆ ବାଇବେଲ

22 ଆଉ ସେହିଦିନ ମହାନନ୍ଦରେ ସଦାପ୍ରଭୁଙ୍କ ସାକ୍ଷାତରେ ଭୋଜନ ପାନ କଲେ। ପୁଣି, ସେମାନେ ଦାଉଦଙ୍କର ପୁତ୍ର ଶଲୋମନଙ୍କୁ ଦ୍ୱିତୀୟ ଥର ରାଜା କଲେ, ଆଉ ତାଙ୍କୁ ଅଗ୍ରଣୀ ହେବା ପାଇଁ ଓ ସାଦୋକକୁ ଯାଜକ ହେବା ପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଭିଷେକ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଆଉ ସେହିଦିନ ମହାନନ୍ଦରେ ସଦାପ୍ରଭୁଙ୍କ ସାକ୍ଷାତରେ ଭୋଜନ ପାନ କଲେ। ପୁଣି ସେମାନେ ଦାଉଦଙ୍କର ପୁତ୍ର ଶଲୋମନଙ୍କୁ ଦ୍ଵିତୀୟ ଥର ରାଜା କଲେ, ଆଉ ତାଙ୍କୁ ଅଗ୍ରଣୀ ହେବା ପାଇଁ ଓ ସାଦୋକକୁ ଯାଜକ ହେବା ପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଭିଷେକ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ ସେହି ଦିନ ମହାନନ୍ଦରେ ସଦାପ୍ରଭୁଙ୍କ ସାକ୍ଷାତରେ ଭୋଜନପାନ କଲେ। ପୁଣି, ସେମାନେ ଦାଉଦଙ୍କର ପୁତ୍ର ଶଲୋମନଙ୍କୁ ଦ୍ୱିତୀୟ ଥର ରାଜା କଲେ, ଆଉ ତାଙ୍କୁ ଅଗ୍ରଣୀ ହେବା ପାଇଁ ଓ ସାଦୋକକୁ ଯାଜକ ହେବା ପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଭିଷେକ କଲେ।

Viz kapitola kopírovat

ପବିତ୍ର ବାଇବଲ

22 ସେହି ଦିନ ଲୋକମାନେ ସଦାପ୍ରଭୁଙ୍କ ସହିତ ଏକତ୍ର ଭୋଜନ ଓ ପାନ କରି ଅତି ଆନନ୍ଦିତ ହେଲେ। ଆଉ, ସେମାନେ ଦାଉଦଙ୍କ ପୁତ୍ର ଶଲୋମନଙ୍କୁ ଦ୍ୱିତୀୟ ଥର ନିମନ୍ତେ ରାଜା କଲେ। ସେମାନେ ଶଲୋମନଙ୍କୁ ରାଜାରୂପେ ଅଭିଷିକ୍ତ କଲେ ଓ ସେମାନେ ସାଦୋକଙ୍କୁ ଯାଜକରୂପେ ଅଭିଷିକ୍ତ କଲେ। ସଦାପ୍ରଭୁ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନରେ ସେମାନେ ଏହିପରି କଲେ।

Viz kapitola kopírovat




1 ବଂଶାବଳୀ 29:22

Následuj nás:

Reklamy


Reklamy