1 ବଂଶାବଳୀ 29:9 - ଓଡିଆ ବାଇବେଲ9 ତହିଁରେ ଲୋକମାନେ ସ୍ୱେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ, ସେମାନେ ସିଦ୍ଧଚିତ୍ତରେ ସ୍ୱେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି, ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହିଁରେ ଲୋକମାନେ ସ୍ଵେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ ସେମାନେ ସିଦ୍ଧଚିତ୍ତରେ ସ୍ଵେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ଲୋକମାନେ ସ୍ୱେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ, ସେମାନେ ସିଦ୍ଧଚିତ୍ତରେ ସ୍ୱେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି, ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ। Viz kapitolaପବିତ୍ର ବାଇବଲ9 ନେତାଗଣ ଆନନ୍ଦ ମଧ୍ୟରେ ଏତେ ପରିମାଣର ଦାନ ଦେଉଥିବାରୁ ଲୋକମାନେ ମଧ୍ୟ ଅତ୍ୟନ୍ତ ଆନନ୍ଦିତ ଥିଲେ। ନେତାଗଣ ଉତ୍ତମ ହୃଦୟରେ ମୁକ୍ତ ଭାବରେ ଦାନ କରୁଥିଲେ। ରାଜା ଦାଉଦ ମଧ୍ୟ ଅତ୍ୟନ୍ତ ଆନନ୍ଦିତ ଥିଲେ। Viz kapitola |