Online Bible

- Reklamy -




1 ବଂଶାବଳୀ 4:22 - ଓଡିଆ ବାଇବେଲ

22 ପୁଣି, ଯୋକୀମ୍‍, କୋଷେବାର ଲୋକମାନେ, ଯୋୟାଶ୍‍, ସାରଫ୍‍ ନାମକ ମୋୟାବର ଶାସନକର୍ତ୍ତା ଓ ଯାଶୂବିଲେହମ୍‍। ଏହା ଲିଖିତ ବିବରଣୀ ଅଟେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ପୁଣି, ଯୋକୀମ୍ ଓ କୋଷେବାର ଲୋକମାନେ ଓ ଯୋୟାଶ୍ ଓ ସାରଫ୍ ନାମକ ମୋୟାବର ଶାସନକର୍ତ୍ତା ଓ ଯାଶୂବିଲେହମ୍। ଏ ଅତି ପୁରାତନ କଥା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି, ଯୋକୀମ୍‍, କୋଷେବାର ଲୋକମାନେ, ଯୋୟାଶ୍‍, ସାରଫ୍‍ ନାମକ ମୋୟାବର ଶାସନକର୍ତ୍ତା ଓ ଯାଶୂବିଲେହମ୍‍। ଏହା ଲିଖିତ ବିବରଣୀ ଅଟେ।

Viz kapitola kopírovat

ପବିତ୍ର ବାଇବଲ

22 ଯୋକୀମ ଏବଂ କୋଷେବାର ଲୋକେ, ଯୋୟାଶ ଓ ସାରଫ ମୋୟାବିୟ ସ୍ତ୍ରୀମାନଙ୍କୁ ବିବାହ କରିଥିଲେ। ଏହା ପରେ ସେମାନେ ବୈଥଲେହିମକୁ ଫେରି ଯାଇଥିଲେ। ଏହି ଲେଖାଗୁଡ଼ିକ ଅତି ପ୍ରାଚୀନ ଅଟେ।

Viz kapitola kopírovat




1 ବଂଶାବଳୀ 4:22

Následuj nás:

Reklamy


Reklamy