1 ବଂଶାବଳୀ 4:4 - ଓଡିଆ ବାଇବେଲ4 ଆଉ ଗଦୋରର ପିତା ପନୂୟେଲ ଓ ହୂଶଃର ପିତା ଏସର୍; ଏମାନେ ବେଥଲିହିମର ପିତା ଇଫ୍ରାଥାର ଜ୍ୟେଷ୍ଠ ପୁତ୍ର ହୂରର ସନ୍ତାନ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆଉ ଗଦୋରର ପିତା ପନୂୟେଲ ଓ ହୂଶର ପିତା ଏସର; ଏମାନେ ବୈଥ୍ଲେହମ୍ର ପିତା ଇଫ୍ରାଥାର ଜ୍ୟେଷ୍ଠ ପୁତ୍ର ହୂରର ସନ୍ତାନ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ ଗଦୋରର ପିତା ପନୂୟେଲ ଓ ହୂଶଃର ପିତା ଏସର୍; ଏମାନେ ବେଥଲିହିମର ପିତା ଇଫ୍ରାଥାର ଜ୍ୟେଷ୍ଠ ପୁତ୍ର ହୂରର ସନ୍ତାନ। Viz kapitolaପବିତ୍ର ବାଇବଲ4 ପନୂୟେଲ୍ ଗାଦୋରଙ୍କ ପିତା ଥିଲେ ଏବଂ ଏସର ହୁଶରଙ୍କ ପିତା ଥିଲେ। ଏହି ସମସ୍ତେ ହୂରଙ୍କର ପୁତ୍ରଗଣ ଥିଲେ। ହୂର ଇଫ୍ରାଥଙ୍କର ପ୍ରଥମ ପୁତ୍ର ଥିଲେ ଏବଂ ଇଫ୍ରାଥା ବୈଥ୍ଲେହମର ପ୍ରତିଷ୍ଠାତା ଥିଲେ। Viz kapitola |