1 ବଂଶାବଳୀ 5:14 - ଓଡିଆ ବାଇବେଲ14 ବୂଷ୍ର ପୁତ୍ର ଯହଦୋ, ଯହଦୋର ପୁତ୍ର ଯିହିଶୟ, ଯିହିଶୟର ପୁତ୍ର ମୀଖାୟେଲ, ମୀଖାୟେଲର ପୁତ୍ର ଗିଲୀୟଦ, ଗିଲୀୟଦର ପୁତ୍ର ଯାରୋହ, ଯାରୋହର ପୁତ୍ର ହୁରି; ହୁରିର ପୁତ୍ର ଅବୀହୟିଲ, ସେମାନେ ସେହି ଅବୀହୟିଲର ସନ୍ତାନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ବୂଷ୍ର ପୁତ୍ର ଯହଦୋ, ଯହଦୋର ପୁତ୍ର ଯିହିଶୟ, ଯିହିଶୟର ପୁତ୍ର ମୀଖାୟେଲ, ମୀଖାୟେଲର ପୁତ୍ର ଗିଲୀୟଦ, ଗିଲୀୟଦର ପୁତ୍ର ଯାରୋହ, ଯାରୋହର ପୁତ୍ର ହୁରି; ହୁରିର ପୁତ୍ର ଅବୀହୟିଲ, ସେମାନେ ସେହି ଅବୀହୟିଲର ସନ୍ତାନ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ବୂଷ୍ର ପୁତ୍ର ଯହଦୋ, ଯହଦୋର ପୁତ୍ର ଯିହିଶୟ, ଯିହିଶୟର ପୁତ୍ର ମୀଖାୟେଲ, ମୀଖାୟେଲର ପୁତ୍ର ଗିଲୀୟଦ, ଗିଲୀୟଦର ପୁତ୍ର ଯାରୋହ, ଯାରୋହର ପୁତ୍ର ହୁରି; ହୁରିର ପୁତ୍ର ଅବୀହୟିଲ, ସେମାନେ ସେହି ଅବୀହୟିଲର ସନ୍ତାନ ଥିଲେ। Viz kapitolaପବିତ୍ର ବାଇବଲ14 ଏହି ବ୍ୟକ୍ତିମାନେ ଅବୀହେଲିୟର ବଂଶଧର ଥିଲେ। ଅବୀହେଲିୟ ହୂରିଙ୍କର ପୁତ୍ର ଥିଲେ। ହୂରି ଯାରୋହଙ୍କ ପୁତ୍ର, ଯାରୋହ ଗିଲିୟଦଙ୍କ ପୁତ୍ର। ଗିଲିୟଦ୍ ମୀଖାୟେଲଙ୍କ ପୁତ୍ର, ମୀଖାୟେଲ ଯିହିଶୟଙ୍କ ପୁତ୍ର, ଯିହିଶୟ ଯହଦୋଙ୍କ ପୁତ୍ର, ଯହଦୋ ବୂଷ୍ଙ୍କ ପୁତ୍ର ଥିଲେ। Viz kapitola |