1 ବଂଶାବଳୀ 5:9 - ଓଡିଆ ବାଇବେଲ9 ପୁଣି, ପୂର୍ବଦିଗରେ ସେ ଫରାତ୍ ନଦୀଠାରୁ ପ୍ରାନ୍ତର-ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ବାସ କଲା; କାରଣ ଗିଲୀୟଦ ଦେଶରେ ସେମାନଙ୍କ ପଶୁଗଣ ବୃଦ୍ଧି ପାଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି ପୂର୍ବଦିଗରେ ସେ ଫରାତ୍ ନଦୀଠାରୁ ପ୍ରାନ୍ତର-ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ବାସ କଲା; କାରଣ ଗିଲୀୟଦ ଦେଶରେ ସେମାନଙ୍କ ପଶୁଗଣ ବୃଦ୍ଧି ପାଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ପୂର୍ବ ଦିଗରେ ସେ ଫରାତ୍ ନଦୀଠାରୁ ପ୍ରାନ୍ତର-ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ବାସ କଲା; କାରଣ ଗିଲୀୟଦ ଦେଶରେ ସେମାନଙ୍କ ପଶୁଗଣ ବୃଦ୍ଧି ପାଇଥିଲେ। Viz kapitolaପବିତ୍ର ବାଇବଲ9 ବେଲାଙ୍କ ବଂଶଧରମାନ ପୂର୍ବଦିଗରେ ମରୁଭୂମିର ସୀମାବର୍ତ୍ତୀ ଫରାତ୍ ନଦୀ ନିକଟରେ ବାସ କରୁଥିଲେ। ଗିଲିୟଦରେ ସେମାନଙ୍କର ଅନେକ ଗୋପଲ ଥିବାରୁ ସେମାନେ ସେହି ସ୍ଥାନରେ ବାସ କରୁଥିଲେ। Viz kapitola |